1 Chronicles 16:3 — Compare Translations
5 translations compared side by side
Odia - 1840
"ଏହାପରେ ସେ ପ୍ରେତ୍ୟକକ ଇଶ୍ରାୟେଲୀୟ ପୁରୁଷ ଓ ସ୍ତ୍ରୀଙ୍କୁ ପାଉଁରୋଟୀର ଏକ ଖଣ୍ଡ, କିଛି ଖଜୁରୀ କୋଳି ଓ କିସମିସ୍ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣକୁ ଏକ ଏକ ରୋଟୀ ଓ ମାଂସର ଏକ ଏକ ଅଂଶ ଓ ଏକ ଏକ ଖଣ୍ତ ଦ୍ରାକ୍ଷାଚକ୍ତି ପରିବେଷଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ପ୍ରତ୍ୟେକ ଇସ୍ରାଏଲୀୟ ପୁରୁଷ ଓ ସ୍ତ୍ରୀଙ୍କୁ ପାଉଁରୋଟୀର ଏକ ଖଣ୍ଡ, କିଛି ଖଜୁରୀ କୋଳି ଓ କିସ୍ମିସ୍ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଇସ୍ରାଏଲର ପ୍ରତ୍ୟେକ ଲୋକକୁ, ପୁରୁଷ ଓ ସ୍ତ୍ରୀ ପ୍ରତି ଜଣଙ୍କୁ ଏକ ଏକ ରୁଟି, ମାଂସର ଏକ ଏକ ଅଂଶ, ଏକ ଏକ ଖଣ୍ଡ ଦ୍ରାକ୍ଷାଚକ୍ତି ପରିବେଷଣ କଲେ।