1 Chronicles 16:30 — Compare Translations

5 translations compared side by side

Odia - 1840
"ତାଙ୍କ ସମ୍ମୁଖ ରେ ସମସ୍ତ ପୃଥିବୀ କମ୍ପମାନ ହୁଅ। କିନ୍ତୁ ସେ ପୃଥିବୀକୁ ସଶକ୍ତ କଲେ, ଯେପରି ଏହା ନ ହଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାଙ୍କ ସମ୍ମୁଖରେ ସମସ୍ତ ପୃଥିବୀ କମ୍ପମାନ ହୁଅ। କିନ୍ତୁ ସେ ପୃଥିବୀକୁ ସଶକ୍ତ କଲେ, ଯେପରି ଏହା ନ ହଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।
Odia IRV 2017 (ଓଡିଆ ବାଇବେଲ)
ସମୁଦାୟ ପୃଥିବୀ! ତାହାଙ୍କ ଛାମୁରେ କମ୍ପମାନ ହୁଅ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ନୋହିବ।