1 Chronicles 16:31 — Compare Translations

5 translations compared side by side

Odia - 1840
"ପୃଥିବୀ ଓ ଆକାଶ ଆନନ୍ଦିତ ହୁଅନ୍ତୁ। ସର୍ବତ୍ର ଲୋକମାନେ ଏହା କୁହନ୍ତୁ, ସଦାପ୍ରଭୁ ରାଜ୍ଯ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶମଣ୍ତଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ପୃଥିବୀ ଓ ଆକାଶ ଆନନ୍ଦିତ ହୁଅନ୍ତୁ। ସର୍ବତ୍ର ଲୋକମାନେ ଏହା କୁହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, “ସଦାପ୍ରଭୁ ରାଜ୍ୟ କରନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କରୁ; ଆଉ ଲୋକମାନେ ଦେଶସମୂହ ମଧ୍ୟରେ କହନ୍ତୁ, ସଦାପ୍ରଭୁ ରାଜ୍ୟ କରନ୍ତି।