1 Chronicles 16:32 — Compare Translations

5 translations compared side by side

Odia - 1840
"ସମୁଦ୍ର ଓ ତନ୍ମଧ୍ଯସ୍ଥ ସମସ୍ତ ପ୍ରାଣୀ ଉଚ୍ଚସ୍ବର କରନ୍ତୁ। କ୍ଷେତ୍ରସବୁ ଓ ତନ୍ମଧ୍ଯସ୍ଥ ସମସ୍ତ ବିଷଯ ସମାନଙ୍କେର ଆନନ୍ଦ ପ୍ରକାଶ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥ ସକଳ ଜୟଧ୍ଵନି କରନ୍ତୁ;
Odia Bible ERV 2004 (ପବିତ୍ର ବାଇବଲ)
ସମୁଦ୍ର ଓ ତନ୍ମଧ୍ୟସ୍ଥ ସମସ୍ତ ପ୍ରାଣୀ ଉଚ୍ଚସ୍ୱର କରନ୍ତୁ। କ୍ଷେତ୍ରସବୁ ଓ ତନ୍ମଧ୍ୟସ୍ଥ ସମସ୍ତ ବିଷୟ ସେମାନଙ୍କର ଆନନ୍ଦ ପ୍ରକାଶ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ;
Odia IRV 2017 (ଓଡିଆ ବାଇବେଲ)
ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; କ୍ଷେତ୍ର ଓ ତନ୍ମଧ୍ୟସ୍ଥ ସକଳ ଜୟଧ୍ୱନି କରନ୍ତୁ;