1 Chronicles 16:33 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ସମ୍ମୁଖ ରେ ଅରଣ୍ଯର ବୃକ୍ଷଗଣ ଆନନ୍ଦ ରେ ଜଯଗାନ କରିବେ। କାହିଁକି? କାରଣ ସଦାପ୍ରଭୁ ଆସୁଅଛନ୍ତି। ସେ ଏହି ପୃଥିବୀର ବିଚାର କରିବା ନିମନ୍ତେ ଆସୁଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସମ୍ମୁଖରେ ଅରଣ୍ୟର ବୃକ୍ଷଗଣ ଆନନ୍ଦରେ ଜୟଗାନ କରିବେ। କାରଣ ସଦାପ୍ରଭୁ ଆସୁଅଛନ୍ତି। ସେ ଏହି ପୃଥିବୀର ବିଗ୍ଭର କରିବା ନିମନ୍ତେ ଆସୁଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ବନସ୍ଥ ବୃକ୍ଷଶ୍ରେଣୀ ସଦାପ୍ରଭୁଙ୍କ ସମ୍ମୁଖରେ ଆନନ୍ଦରେ ଗାନ କରିବେ, କାରଣ, ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି।