1 Chronicles 16:34 — Compare Translations
5 translations compared side by side
Odia - 1840
"ଓଃ, ସଦାପ୍ରଭୁଙ୍କର ଧନ୍ଯବାଦ କର, ସେ ଅତି ଉତ୍ତମ ଅଟନ୍ତି। ସଦାପ୍ରଭୁଙ୍କର ପ୍ ରମେ ଅନନ୍ତକାଳୀନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ ।
Odia Bible ERV 2004 (ପବିତ୍ର ବାଇବଲ)
ଓଃ, ସଦାପ୍ରଭୁଙ୍କର ଧନ୍ୟବାଦ କର, ସେ ଅତି ଉତ୍ତମ ଅଟନ୍ତି। ସଦାପ୍ରଭୁଙ୍କର ପ୍ରେମ ଅନନ୍ତକାଳୀନ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ, ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।