1 Chronicles 16:35 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କୁ କୁହ, ହେ ପରମମେଶ୍ବର, ଆମ୍ଭମାନଙ୍କର ଉଦ୍ଧାରକର୍ତ୍ତା, ଆମ୍ଭମାନଙ୍କୁ ଉଦ୍ଧାର କର। ଆମ୍ଭମାନଙ୍କୁ ଏକତ୍ର କର ଓ ଅନ୍ୟ ଦେଶଠାରୁ ଆମ୍ଭମାନଙ୍କୁ ରକ୍ଷା କର। ତବେେ, ଆମ୍ଭମାନେେ ତୁମ୍ଭ ପବିତ୍ର ନାମର ପ୍ରଶଂସା ଗାନ କରିବା। ତବେେ ଆମ୍ଭମାନେେ ସଂଗୀତ ଗାନ କରି ତୁମ୍ଭର ପ୍ରଶଂସା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ଵର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ଵନି କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କୁ କୁହ, “ହେ ପରମେଶ୍ୱର, ଆମ୍ଭମାନଙ୍କର ଉଦ୍ଧାରକର୍ତ୍ତା, ଆମ୍ଭମାନଙ୍କୁ ଉଦ୍ଧାର କର। ଆମ୍ଭମାନଙ୍କୁ ଏକତ୍ର କର ଓ ଅନ୍ୟ ଦେଶଠାରୁ ଆମ୍ଭମାନଙ୍କୁ ରକ୍ଷା କର। ତେବେ, ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ପ୍ରଶଂସା ଗାନ କରିବା। ତେବେ ଆମ୍ଭେମାନେ ସଙ୍ଗୀତ ଗାନ କରି ତୁମ୍ଭର ପ୍ରଶଂସା କରିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତୁମ୍ଭେମାନେ କୁହ, “ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”
Odia IRV 2017 (ଓଡିଆ ବାଇବେଲ)
ଆଉ, ତୁମ୍ଭେମାନେ କୁହ, ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ତ୍ରାଣ କର, ଆମ୍ଭମାନଙ୍କୁ ସଂଗ୍ରହ କର ଓ ଦେଶୀୟମାନଙ୍କଠାରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ଆମ୍ଭେମାନେ ତୁମ୍ଭ ପବିତ୍ର ନାମର ଧନ୍ୟବାଦ କରିବା ଓ ତୁମ୍ଭ ପ୍ରଶଂସାରେ ଜୟଧ୍ୱନି କରିବା।”