1 Chronicles 16:36 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କୁ ୟୁଗେ ୟୁଗେ ପ୍ରଶଂସା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନାଦି କାଳରୁ ଅନ; କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଧନ୍ୟ ହେଉନ୍ତୁ । ଏଥିରେ ସମଗ୍ର ଲୋକ କହିଲେ, ଆମେନ୍ ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଯୁଗେ ଯୁଗେ ପ୍ରଶଂସା କର। ତା’ପରେ ସମସ୍ତ ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।
Odia IRV 2017 (ଓଡିଆ ବାଇବେଲ)
ଅନାଦି କାଳରୁ ଅନନ୍ତ କାଳ ପର୍ଯ୍ୟନ୍ତ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ। ଏଥିରେ ସମଗ୍ର ଲୋକ କହିଲେ, “ଆମେନ୍” ଓ ସଦାପ୍ରଭୁଙ୍କର ପ୍ରଶଂସା କଲେ।