1 Chronicles 16:37 — Compare Translations

5 translations compared side by side

Odia - 1840
"ଏହାପରେ, ଦାଉଦ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ନିଯମସିନ୍ଦୁକ ସମ୍ମୁଖ ରେ ଛାଡ଼ି ଚାଲିଗଲେ। ଦାଉଦ ସମାନଙ୍କେୁ ପ୍ରତିଦିନ ତାହା ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଛାଡ଼ି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନା-ନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ, ଦାଉଦ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ନିୟମସିନ୍ଦୁକ ସମ୍ମୁଖରେ ଛାଡ଼ି ଗ୍ଭଲିଗଲେ। ଦାଉଦ ସେମାନଙ୍କୁ ପ୍ରତିଦିନ ତାହା ସମ୍ମୁଖରେ ସେବାକାର୍ଯ୍ୟ କରିବା ନିମନ୍ତେ ଛାଡ଼ି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ପ୍ରତିଦିନର ପ୍ରୟୋଜନାନୁସାରେ ସିନ୍ଦୁକ ସମ୍ମୁଖରେ ନିତ୍ୟ ପରିଚର୍ଯ୍ୟା କରିବା ନିମନ୍ତେ ଆସଫକୁ ଓ ତାହାର ଭ୍ରାତୃଗଣକୁ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ରଖିଲେ