1 Chronicles 16:38 — Compare Translations

5 translations compared side by side

Odia - 1840
"ଓବେଦ୍ ଇଦୋମ ଓ ଅନ୍ୟ ଅଠଷଠି ଜଣ ଭ୍ରାତାମାନଙ୍କୁ ସେ ମଧ୍ଯ ସହେି ସ୍ଥାନ ରେ ଛାଡ଼ିଗଲେ। ଯବେୂଥୂନ୍ଙ୍କ ପୁତ୍ର ଓବେଦ୍ ଇଦୋମ୍, ହୋଷ ରକ୍ଷୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଓବେଦ୍-ଇଦୋମ୍ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍ର ପୁତ୍ର ଓବେଦ୍-ଇଦୋମ୍, ଆଉ ହୋଷା ଦ୍ଵାରପାଳ ହେଲେ
Odia Bible ERV 2004 (ପବିତ୍ର ବାଇବଲ)
ଓବେଦ୍-ଇଦୋମ ଓ ଅନ୍ୟ ଅଠଷଠି ଜଣ ଭ୍ରାତାମାନଙ୍କୁ ମଧ୍ୟ ସେ ସେହି ସ୍ଥାନରେ ଛାଡ଼ିଗଲେ। ଯିଦୂଥୂ‌ନଙ୍କ ପୁତ୍ର ଓବେଦ୍-ଇଦୋମ୍ ଓ ହୋଷ ରକ୍ଷୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନ୍‍‍ର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ
Odia IRV 2017 (ଓଡିଆ ବାଇବେଲ)
ଆଉ ଓବେଦ୍‍-ଇଦୋମ ଓ ସେମାନଙ୍କର ଅଠଷଠି ଜଣ ଭ୍ରାତା; ମଧ୍ୟ ଯିଦୂଥୂନର ପୁତ୍ର ଓବେଦ୍‍-ଇଦୋମ, ଆଉ ହୋଷା ଦ୍ୱାରପାଳ ହେଲେ