1 Chronicles 16:39 — Compare Translations
5 translations compared side by side
Odia - 1840
"ଦାଉଦ, ସାଦୋକ ଯାଜକ ଓ ତାଙ୍କ ସହିତ ଗିବିଯୋନସ୍ଥିତ ଉଚ୍ଚ ସ୍ଥାନ ରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖ ରେ ସବୋକାର୍ୟ୍ଯ କରୁଥିବା ଅନ୍ୟ ଯାଜକମାନଙ୍କୁ ସଠାେରେ ଛାଡ଼ି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ ଯାତ୍ରା.୨୯:୩୮-୪୨
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ, ସାଦୋକ ଯାଜକ ଓ ତାଙ୍କ ସହିତ ଗିବିୟୋନସ୍ଥିତ ଉଚ୍ଚ ସ୍ଥାନରେ ସଦାପ୍ରଭୁଙ୍କ ତମ୍ବୁ ସମ୍ମୁଖରେ ସେବାକାର୍ଯ୍ୟ କରୁଥିବା ଅନ୍ୟ ଯାଜକମାନଙ୍କୁ ସେଠାରେ ଛାଡ଼ି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ
Odia IRV 2017 (ଓଡିଆ ବାଇବେଲ)
ଆଉ, ଇସ୍ରାଏଲ ପ୍ରତି ଆଦିଷ୍ଟ ସଦାପ୍ରଭୁଙ୍କ ବ୍ୟବସ୍ଥାର ସମସ୍ତ ଲିଖନ-ପ୍ରମାଣେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବେଦି ଉପରେ ନିତ୍ୟ ପ୍ରାତଃକାଳୀନ ଓ ସନ୍ଧ୍ୟାକାଳୀନ ହୋମବଳି ଉତ୍ସର୍ଗ କରିବା ପାଇଁ