1 Chronicles 16:4 — Compare Translations
5 translations compared side by side
Odia - 1840
"ଏହାପରେ ନିଯମସିନ୍ଦୁକ ସମ୍ମୁଖ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଦାଉଦ କେତଜେଣ ଲବେୀୟଙ୍କୁ ମନୋନୀତ କଲେ। ଇଶ୍ରାୟେଲର ପରମେଶ୍ବର, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଓ ଧନ୍ଯବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସହେି ଲବେୀୟମାନଙ୍କ କାର୍ୟ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ନିୟମସିନ୍ଦୁକ ସମ୍ମୁଖରେ ସେବାକାର୍ଯ୍ୟ କରିବା ନିମନ୍ତେ ଦାଉଦ କେତେଜଣ ଲେବୀୟଙ୍କୁ ମନୋନୀତ କଲେ। ଇସ୍ରାଏଲର ପରମେଶ୍ୱର, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦ କରିବା ଏବଂ ଆନନ୍ଦ ଉତ୍ସବ କରିବା ସେହି ଲେବୀୟମାନଙ୍କ କାର୍ଯ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ପରିଚର୍ଯ୍ୟା କରିବା ପାଇଁ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ସ୍ମରଣ ଓ ଧନ୍ୟବାଦ ଓ ପ୍ରଶଂସା କରିବା ପାଇଁ କେତେକ ଲେବୀୟ ଲୋକଙ୍କୁ ନିଯୁକ୍ତ କଲେ।