1 Chronicles 16:41 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସାର ଗୀତ ଗାନ କରିବା ନିମନ୍ତେ ହମେନ୍, ୟିଦୂଥୂନଙ୍କୁ ଓ ଅନ୍ୟ ସମସ୍ତ ଲବେୀୟଗଣଙ୍କୁ ନାମଧରି ମନୋନୀତ କରାୟାଇଥିଲା, କାରଣ ସଦାପ୍ରଭୁଙ୍କ ପ୍ ରମେ ଅନନ୍ତକାଳବ୍ଯାପୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ୍ ଓ ଯିଦୂଥୂନ୍; ପୁଣି ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର ଗୀତ ଗାନ କରିବା ନିମନ୍ତେ ହେମନ୍, ଯିଦୂଥୂନଙ୍କୁ ଓ ଅନ୍ୟ ସମସ୍ତ ଲେବୀୟଗଣଙ୍କୁ ନାମଧରି ମନୋନୀତ କରାଯାଇଥିଲା, “କାରଣ ସଦାପ୍ରଭୁଙ୍କ ପ୍ରେମ ଅନନ୍ତକାଳସ୍ଥାୟୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ଦୟା ଅନନ୍ତକାଳସ୍ଥାୟୀ, ଏହେତୁ ତାହାଙ୍କ ଧନ୍ୟବାଦ କରିବା ପାଇଁ ହେମନ ଓ ଯିଦୂଥୂନ୍; ପୁଣି, ଯେଉଁ ଅବଶିଷ୍ଟ ମନୋନୀତ ଲୋକମାନଙ୍କ ନାମ ଲେଖାଗଲା, ସେମାନେ ଉକ୍ତ ଲୋକଙ୍କ ସଙ୍ଗେ ରହିଲେ।