1 Chronicles 16:42 — Compare Translations
5 translations compared side by side
Odia - 1840
"ହମେନ୍ ଓ ୟିଦୂଥୂନ୍ ସମାନଙ୍କେ ସହିତ ଥିଲେ। ତୂରୀ ଓ ଗିନି ବଜାଇବା ସମାନଙ୍କେର କାର୍ୟ୍ଯ ଥିଲା। ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ସଂଗୀତମାନ ଗାନ କରାୟିବା ସମୟରେ ସମାନେେ ଅନ୍ଯାନ୍ଯ ବାଦ୍ଯ ମଧ୍ଯ ବଜାଉଥିଲେ। ୟିଦୂଥୂନ୍ଙ୍କ ପୁତ୍ରମାନେ ଦ୍ବାର ଜଗି ରହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ହେମନ୍ ଓ ଯିଦୂଥୂନ୍ ତୂରୀ ଓ କରତାଳ ଓ ପରମେଶ୍ଵରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ଵନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ଵାରପାଳ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହେମନ୍ ଓ ଯିଦୂଥୂନ୍ ସେମାନଙ୍କ ସହିତ ଥିଲେ। ତୂରୀ ଓ ଗିନି ବଜାଇବା ସେମାନଙ୍କର କାର୍ଯ୍ୟ ଥିଲା। ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସଂଗୀତମାନ ଗାନ କରାଯିବା ସମୟରେ ସେମାନେ ଅନ୍ୟାନ୍ୟ ବାଦ୍ୟ ମଧ୍ୟ ବଜାଉଥିଲେ। ଯିଦୂଥୂନଙ୍କ ପୁତ୍ରମାନେ ଦ୍ୱାର ଜଗି ରହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନ୍ର ପୁତ୍ରମାନେ ଦ୍ୱାରପାଳ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ହେମନ, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ।