1 Chronicles 16:43 — Compare Translations

5 translations compared side by side

Odia - 1840
"ଉତ୍ସବ ଶଷେ ହେଲାପରେ, ସବୁ ଲୋକମାନେ ଫରେିଗଲେ। ପ୍ରେତ୍ୟକକ ଲୋକ ନିଜ ଗୃହକୁ ଫରେିଗଲେ। ଏବଂ ଦାଉଦ ମଧ୍ଯ ନିଜ ପରିବାରକୁ ଆଶୀର୍ବାଦ କରିବା ନିମନ୍ତେ ଗୃହକୁ ଫରେିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଉତ୍ସବ ଶେଷ ହେଲା ପରେ, ସବୁ ଲୋକମାନେ ଫେରିଗଲେ। ପ୍ରତ୍ୟେକ ଲୋକ ନିଜ ଗୃହକୁ ଫେରିଗଲେ। ଏବଂ ଦାଉଦ ମଧ୍ୟ ନିଜ ପରିବାରକୁ ଆଶୀର୍ବାଦ କରିବା ନିମନ୍ତେ ଗୃହକୁ ଫେରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସମଗ୍ର ଲୋକ ପ୍ରସ୍ଥାନ କରି ଆପଣା ଆପଣା ଗୃହକୁ ଗଲେ; ଆଉ, ଦାଉଦ ଆପଣାର ପରିଜନବର୍ଗକୁ ଆଶୀର୍ବାଦ କରିବା ପାଇଁ ଫେରିଗଲେ।