1 Chronicles 16:5 — Compare Translations
5 translations compared side by side
Odia - 1840
"ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଜିଖରିଯ ଦ୍ବିତୀୟ ଦଳର ନେତା ଥିଲେ। ଅନ୍ୟ ଲବେୀୟମାନେ ଥିଲେ: ୟିଯଯଲେ, ଶମୀରାମାେତ୍, ୟିହୀଯଲେ, ମତ୍ତଥିଯ, ଇଲୀଯାବ, ବନାଯ, ଓବେଦ୍-ଇଦୋମ୍ ଓ ୟିୟୂଯଲେ। ଏହି ବ୍ଯକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ଵିତୀୟ ଜିଖରୀୟ, ଆଉ ଯୀୟୟେଲ ଓ ଶମୀରାମୋତ୍ ଓ ଯିହୀୟେଲ ଓ ମତ୍ତଥୀୟ ଓ ଇଲୀୟାବ ଓ ବନାୟ ଓ ଓବେଦ୍ ଇଦୋମ୍ ଓ ଯୀୟୟେଲ ପରମେଶ୍ଵରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ ଓ ବୀଣା ଓ ଆସଫ ଉଚ୍ଚଧ୍ଵନିର କରତାଳ;
Odia Bible ERV 2004 (ପବିତ୍ର ବାଇବଲ)
ଆସଫ ପ୍ରଥମ ଦଳର ନେତା ଥିଲେ। ଆସଫଙ୍କ ଦଳ ଗିନି ବଜାଉଥିଲେ। ଯିଖରିୟ ଦ୍ୱିତୀୟ ଦଳର ନେତା ଥିଲେ। ଅନ୍ୟ ଲେବୀୟମାନେ ଥିଲେ: ଯିୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥିୟ, ଇଲୀୟାବ, ବନାୟ, ଓବେଦ୍-ଇଦୋମ୍ ଓ ଯିୟୂୟେଲ। ଏହି ବ୍ୟକ୍ତିମାନେ ତମ୍ବୁରା ଓ ବୀଣା ବଜାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରେ ଆସଫ ପ୍ରଧାନ, ଦ୍ୱିତୀୟ ଜିଖରୀୟ, ଆଉ ଯୀୟୟେଲ, ଶମୀରାମୋତ୍, ଯିହୀୟେଲ, ମତ୍ତଥୀୟ, ଇଲୀୟାବ୍, ବନାୟ, ଓବେଦ୍-ଇଦୋମ ଓ ଯିୟୀୟେଲ୍ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସମ୍ମୁଖରେ ନେବଲ, ବୀଣା ଓ ଆସଫ ଉଚ୍ଚଧ୍ୱନିର କରତାଳ;