1 Chronicles 16:6 — Compare Translations

5 translations compared side by side

Odia - 1840
"ବନାଯ ଓ ୟହସୀଯଲେ, ଏହି ଦୁଇଜଣ ଯାଜକ ସର୍ବଦା ନିଯମସିନ୍ଦୁକ ସମ୍ମୁଖ ରେ ତୂରୀ ବଜାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବନାୟ ଓ ଯହସୀୟେଲ, ଏହି ଦୁଇଜଣ ଯାଜକ ସର୍ବଦା ନିୟମସିନ୍ଦୁକ ସମ୍ମୁଖରେ ତୂରୀ ବଜାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ବନାୟ ଓ ଯହସୀୟେଲ ଯାଜକମାନେ ତୂରୀ ନିତ୍ୟ ବଜାଇଲେ।