1 Chronicles 16:7 — Compare Translations

5 translations compared side by side

Odia - 1840
"ଏହି ସମୟରେ ଦାଉଦ ପ୍ରଥମ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗୀତ ଗାନ କରିବାର ଦାଯିତ୍ବ ଅର୍ପଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ସମୟରେ ଦାଉଦ ପ୍ରଥମେ ଆସଫ ଓ ତାଙ୍କର ଭ୍ରାତାମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗୀତ ଗାନ କରିବାର ଦାୟିତ୍ୱ ଅର୍ପଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହିଦିନ ଦାଉଦ ପ୍ରଥମେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦ କରିବାର ଭାର ଆସଫ ଓ ତାହାର ଭ୍ରାତୃଗଣର ହସ୍ତରେ ସମର୍ପଣ କଲେ।