1 Chronicles 16:8 — Compare Translations
5 translations compared side by side
Odia - 1840
"ପରମେଶ୍ବରଙ୍କର ପ୍ରଶଂସା କର, ତାହାଙ୍କ ନାମ ରେ ବୀନତି କର। ସଦାପ୍ରଭୁ ଯେଉଁସବୁ ମହାନ୍ କର୍ମମାନ କରିଅଛନ୍ତି, ତାହା ଲୋକମାନଙ୍କୁ କୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କର ଧନ୍ୟବାଦର ଗୀତ ପରମେଶ୍ୱରଙ୍କର ପ୍ରଶଂସା କର, ତାହାଙ୍କ ନାମରେ ବିନତି କର। ସଦାପ୍ରଭୁ ଯେଉଁସବୁ ମହାନ କର୍ମମାନ କରିଅଛନ୍ତି, ତାହା ଲୋକମାନଙ୍କୁ କୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।