1 Chronicles 16:9 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ନିକଟରେ ଗାଯନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସାଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ୟ୍ଯସକଳ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ନିକଟରେ ଗାୟନ କର, ସଦାପ୍ରଭୁଙ୍କ ନିକଟରେ ପ୍ରଶଂସା ଗାନ କର, ସମସ୍ତଙ୍କୁ ତାଙ୍କର ମହତ୍ କାର୍ଯ୍ୟସକଳ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକର୍ମ ବିଷୟରେ କଥୋପକଥନ କର।
Odia IRV 2017 (ଓଡିଆ ବାଇବେଲ)
ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସାଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟ କର୍ମ ବିଷୟରେ କଥୋପକଥନ କର।