1 Chronicles 17:1 — Compare Translations

5 translations compared side by side

Odia - 1840
"ଦାଉଦ ନିଜ ଗୃହକୁ ଫରେିୟିବା ପରେ, ନାଥନ୍ ଭବିଷ୍ଯତବକ୍ତାଙ୍କୁ କହିଲେ, ଦେଖ, ମୁଁ ଦବଦୋରୁ କାଠ ରେ ନିର୍ମିତ ଗୃହ ରେ ବାସ କରୁଅଛି, କିନ୍ତୁ ନିଯମସିନ୍ଦୁକ ଏକ ତମ୍ବୁ ମଧିଅରେ ରହିଅଛି। ମୁଁ ପରମେଶ୍ବରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଚାହୁଁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍- ବକ୍ତାଙ୍କୁ କହିଲେ, ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କୁ ପରମେଶ୍ୱରଙ୍କ ଦତ୍ତ ପ୍ରତିଜ୍ଞା ଦାଉଦ ନିଜ ଗୃହକୁ ଫେରିଯିବା ପରେ, ନାଥନ୍ ଭବିଷ୍ୟ‌ଦ୍‌ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଦେବଦାରୁ କାଠରେ ନିର୍ମିତ ଗୃହରେ ବାସ କରୁଅଛି, କିନ୍ତୁ ନିୟମସିନ୍ଦୁକ ଏକ ତମ୍ବୁ ମଧ୍ୟରେ ରହିଅଛି। ମୁଁ ପରମେଶ୍ୱରଙ୍କ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଗ୍ଭହୁଁଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍‍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”