1 Chronicles 17:11 — Compare Translations
5 translations compared side by side
Odia - 1840
"ତୁମ୍ଭେ ଯେତବେେଳେ ମୃତ୍ଯୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ୟିବ, ସେତବେେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ଯରୁ ଜଣେ ନୂତନ ରାଜା ହବେ, ଏବଂ ଆମ୍ଭେ ତା'ର ରାଜ୍ଯକୁ ଶକ୍ତିଶାଳୀ କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଯେତେବେଳେ ମୃତ୍ୟୁଭୋଗ କରିବ ଓ ତୁମ୍ଭର ପୂର୍ବପୁରୁଷମାନଙ୍କ ପାଖକୁ ଯିବ, ସେତେବେଳେ ଆମ୍ଭେ ତୁମ୍ଭର ପୁତ୍ରକୁ ନୂତନ ରାଜା କରିବା। ତୁମ୍ଭର ପୁତ୍ରଗଣଙ୍କ ମଧ୍ୟରୁ ଜଣେ ନୂତନ ରାଜା ହେବ, ଏବଂ ଆମ୍ଭେ ତା’ର ରାଜ୍ୟକୁ ଶକ୍ତିଶାଳୀ କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା।