1 Chronicles 17:12 — Compare Translations

5 translations compared side by side

Odia - 1840
"ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ଯଭାର ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନ; କାଳସ୍ଥାୟୀ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ପୁତ୍ର ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ। ଆମ୍ଭେ ତୁମ୍ଭ ପୁତ୍ରର ବଂଶକୁ ଚିରକାଳ ନିମନ୍ତେ ରାଜ୍ୟଭାର ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।
Odia IRV 2017 (ଓଡିଆ ବାଇବେଲ)
ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା।