1 Chronicles 17:13 — Compare Translations

5 translations compared side by side

Odia - 1840
"ଆମ୍ଭେ ତାହାର ପିତା ହବୋ ଓ ସେ ଆମ୍ଭର ପୁତ୍ର ହବେ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ଯାହାର କରିନଲେୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ ରମେକୁ ପରିତ୍ଯାଗ କରିବା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି ତୁମ୍ଭ ପୂର୍ବବର୍ତ୍ତୀ ଜନଠାରୁ ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ। ଶାଉଲ ତୁମ୍ଭ ପୂର୍ବରୁ ରାଜା ଥିଲେ ଓ ଆମ୍ଭେ ଶାଉଲଠାରୁ ଆମ୍ଭର ସମର୍ଥନ ପ୍ରତ୍ୟାହାର କରିନେଲୁ। କିନ୍ତୁ ଆମ୍ଭେ କଦାପି ତୁମ୍ଭ ପ୍ରତି ଆମ୍ଭର ପ୍ରେମକୁ ପରିତ୍ୟାଗ କରିବା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ;