1 Chronicles 17:14 — Compare Translations
5 translations compared side by side
Odia - 1840
"ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ଯର ଦାଯିତ୍ବ ଦବୋ ଓ ତା'ର ସିଂହାସନ ଚିରକାଳ ତିଷ୍ଠି ରହିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନ; କାଳ ସ୍ଥିର କରିବା ଓ ତାହାର ସିଂହାସନ ଅନ; କାଳସ୍ଥାୟୀ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ତାକୁ ଆମ୍ଭର ଗୃହର ଓ ଆମ୍ଭର ରାଜ୍ୟର ଦାୟିତ୍ୱ ଦେବା ଓ ତା’ର ସିଂହାସନ ଚିରକାଳ ତିଷ୍ଠି ରହିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।’”
Odia IRV 2017 (ଓଡିଆ ବାଇବେଲ)
ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।”