1 Chronicles 17:16 — Compare Translations

5 translations compared side by side

Odia - 1840
"ଏହାପରେ ରାଜା ଦାଉଦ ପବିତ୍ର ତମ୍ବୁକୁ ଗଲେ ଓ ସଦାପ୍ରଭୁଙ୍କ ସମ୍ମୁଖ ରେ ବସିଲେ। ଦାଉଦ କହିଲେ, ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାେ' ନିମନ୍ତେ ଓ ମାରେ ପରିବାର ନିମନ୍ତେ ଅନକେ ମହାନ୍ କାର୍ୟ୍ଯମାନ କରିଅଛ। ଆଉ ମୁଁ ଜାଣନୋ କାହିଁକି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, ହେ ସଦାପ୍ରଭୁ ପରମେଶ୍ଵରଣ! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦଙ୍କ ପ୍ରାର୍ଥନା ଏହା ପରେ ରାଜା ଦାଉଦ ପବିତ୍ର ତମ୍ବୁକୁ ଗଲେ ଓ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ। ଦାଉଦ କହିଲେ, “ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋ’ ନିମନ୍ତେ ଓ ମୋର ପରିବାର ନିମନ୍ତେ ଅନେକ ମହାନ କାର୍ଯ୍ୟମାନ କରିଅଛ। ଆଉ ମୁଁ ଜାଣେନା କାହିଁକି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?
Odia IRV 2017 (ଓଡିଆ ବାଇବେଲ)
ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ?