1 Chronicles 17:18 — Compare Translations
5 translations compared side by side
Odia - 1840
"ମୁଁ ଆଉ ଅଧିକ କ'ଣ ବା କହିବି? ତୁମ୍ଭେ ମାେ' ନିମନ୍ତେ ବହୁତ ମହାନ୍ କାର୍ୟ୍ଯମାନ କରିଅଛ। ଏବଂ ତୁମ୍ଭେ ଜାଣ ଯେ, ମୁଁ କବଳେ ତୁମ୍ଭର ଜଣେ ଦାସ ମାତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଉ ଅଧିକ କ’ଣ ବା କହିବି? ତୁମ୍ଭେ ମୋ’ ନିମନ୍ତେ ବହୁତ ମହାନ କାର୍ଯ୍ୟମାନ କରିଅଛ। ଏବଂ ତୁମ୍ଭେ ଜାଣ ଯେ, ମୁଁ କେବଳ ତୁମ୍ଭର ଜଣେ ଦାସ ମାତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ।