1 Chronicles 17:19 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ମାେ' ନିମନ୍ତେ ଏହି ଆଶ୍ଚର୍ୟ୍ଯଜନକ କାର୍ୟ୍ଯଟି କରିଅଛ। ଆଉ, ତୁମ୍ଭେ ନିଜ ଇଚ୍ଛା ରେ ତାହା କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ କର୍ମ ସାଧନ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିମନ୍ତେ ଏହି ଆଶ୍ଚର୍ଯ୍ୟଜନକ କାର୍ଯ୍ୟଟି କରିଅଛ। ଆଉ, ତୁମ୍ଭେ ନିଜ ଇଚ୍ଛାରେ ତାହା କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ।