1 Chronicles 17:2 — Compare Translations

5 translations compared side by side

Odia - 1840
"ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ବର ତୁମ୍ଭ ସହିତ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ନାଥନ ଦାଉଦଙ୍କୁ କହିଲେ, ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ଵର ତୁମ୍ଭ ସଙ୍ଗରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ନାଥନ୍ ଦାଉଦଙ୍କୁ ଉତ୍ତର ଦେଲେ, “ତୁମ୍ଭେ ଯାହା ଇଚ୍ଛା କରୁଅଛ, ତାହା କରିପାର। ପରମେଶ୍ୱର ତୁମ୍ଭ ସହିତରେ ଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।”