1 Chronicles 17:20 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ, ତୁମ୍ଭ ତୁଲ୍ଯ ଆଉ କହେି ନାହାନ୍ତି। ଆଉ କୌଣସି ପରମେଶ୍ବର ନାହାନ୍ତି। ଆଉ କୌଣସି ଦବୋଦବେୀ ଏପରି ମହତ୍ କର୍ମମାନ କରିବା ଆମ୍ଭମାନେେ କବେେ ଶୁଣି ନାହୁଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ଵର କେହି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ ଆଉ କେହି ନାହାନ୍ତି। ଆଉ କୌଣସି ପରମେଶ୍ୱର ନାହାନ୍ତି। ଆଉ କୌଣସି ଦେବାଦେବୀ ଏପରି ମହତ୍ କର୍ମମାନ କରିବା ଆମ୍ଭେମାନେ କେବେ ଶୁଣି ନାହୁଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୋ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ।