1 Chronicles 17:21 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲ ପରି ଆଉ କୌଣସି ଦେଶ ଅଛି କି? ନା! ଇଶ୍ରାୟେଲ ହିଁ ପୃଥିବୀର ଏକମାତ୍ର ଦେଶ ଅଟେ। ଯାହା ନିମନ୍ତେ ତୁମ୍ଭେ ଏପ୍ରକାର ଆଶ୍ଚର୍ୟ୍ଯ କର୍ମମାନ କରିଅଛ। ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ ଓ ତୁମ୍ଭେ ଆମ୍ଭମାନଙ୍କୁ ମୁକ୍ତ କଲ। ତୁମ୍ଭେ ଆପଣାକୁ ମହାନ୍ କରିଅଛ। ତୁମ୍ଭେ ତୁମ୍ଭର ଲୋକମାନଙ୍କ ଅଗ୍ରତ ରେ ଗମନ କଲ ଓ ଆମ୍ଭମାନଙ୍କ ନିମନ୍ତେ ଅନ୍ୟ ଦେଶୀଯମାନଙ୍କୁ ସମାନଙ୍କେ ଦେଶରୁ ତଡ଼ି ଦଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ ଓ ଭୟାନକ କର୍ମ ଦ୍ଵାରା ତୁମ୍ଭର ନାମ କରିବାକୁ ପରମେଶ୍ଵର ଆଗମନ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପରି ଆଉ କୌଣସି ଦେଶ ଅଛି କି? ନା! ଇସ୍ରାଏଲ ହିଁ ପୃଥିବୀର ଏକମାତ୍ର ଦେଶ ଅଟେ। ଯାହା ନିମନ୍ତେ ତୁମ୍ଭେ ଏପ୍ରକାର ଆଶ୍ଚର୍ଯ୍ୟ କର୍ମମାନ କରିଅଛ। ତୁମ୍ଭେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଲ ଓ ତୁମ୍ଭେ ଆମ୍ଭମାନଙ୍କୁ ମୁକ୍ତ କଲ। ତୁମ୍ଭେ ଆପଣାକୁ ମହାନ କରିଅଛ। ତୁମ୍ଭେ ତୁମ୍ଭର ଲୋକମାନଙ୍କ ଅଗ୍ରତରେ ଗମନ କଲ ଓ ଆମ୍ଭମାନଙ୍କ ନିମନ୍ତେ ଅନ୍ୟ ଦେଶୀୟମାନଙ୍କୁ ସେମାନଙ୍କ ଦେଶରୁ ତଡ଼ି ଦେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ।