1 Chronicles 17:22 — Compare Translations
5 translations compared side by side
Odia - 1840
"ତୁମ୍ଭେ ଚିରକାଳ ନିମନ୍ତେ ଇଶ୍ରାୟେଲକୁ ଆପଣାର ଲୋକ କରିନଲେ। ହେ ସଦାପ୍ରଭୁ, ତୁମ୍ଭେ ସମାନଙ୍କେର ପରମେଶ୍ବର ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନ; କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ଵର ହୋଇଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଚିରକାଳ ନିମନ୍ତେ ଇସ୍ରାଏଲକୁ ଆପଣାର ଲୋକ କରିନେଲ। ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କର ପରମେଶ୍ୱର ହେଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତକାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୋ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତ କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୁ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ।