1 Chronicles 17:23 — Compare Translations

5 translations compared side by side

Odia - 1840
" ହେ ସଦାପ୍ରଭୁ, ତୁମ୍ଭେ ମାେ ନିକଟରେ ଓ ମାରେପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସହେି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନ; କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ସଦାପ୍ରଭୁ, ତୁମ୍ଭେ ମୋ’ ନିକଟରେ ଓ ମୋର ପରିବାର ନିକଟରେ ଏହି ପ୍ରତିଜ୍ଞା କରିଅଛ, ବର୍ତ୍ତମାନ ଚିରକାଳ ନିମନ୍ତେ ତୁମ୍ଭର ସେହି ପ୍ରତିଜ୍ଞାକୁ ତୁମ୍ଭେ ରକ୍ଷା କରିବ। ପ୍ରଭୁ, ତୁମ୍ଭେ ଯାହା କରିବାକୁ କହିଅଛ, ତାହା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ସଦାପ୍ରଭୋ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତକାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ସଦାପ୍ରଭୁ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତ କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର।