1 Chronicles 17:25 — Compare Translations

5 translations compared side by side

Odia - 1840
" ହେ ମାରେ ସଦାପ୍ରଭୁ, ମୁଁ ତୁମ୍ଭର ଦାସ, ମାେତେ ତମ୍ଭେ ପରିଷ୍କାର ଭାବରେ କହିଲ। ତୁମ୍ଭେ କହିଲ ଯେ, ତୁମ୍ଭେ ମାେ ପାଇଁ ଏକ ଗୃହ ନିର୍ମାଣ କରିବ, ଏଥିପାଇଁ ତୁମ୍ଭ ଆଗ ରେ ପ୍ରାର୍ଥନା କରିବା ପାଇଁ ମୁଁ ସାହସ ପାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ହେ ମୋହର ପରମେଶ୍ଵର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମୋର ସଦାପ୍ରଭୁ, ମୁଁ ତୁମ୍ଭର ଦାସ, ମୋତେ ତୁମ୍ଭେ ପରିଷ୍କାର ଭାବରେ କହିଲ। ତୁମ୍ଭେ କହିଲ ଯେ, ତୁମ୍ଭେ ମୋ’ ପାଇଁ ଏକ ଗୃହ ନିର୍ମାଣ କରିବ, ଏଥିପାଇଁ ତୁମ୍ଭ ଆଗରେ ପ୍ରାର୍ଥନା କରିବା ପାଇଁ ମୁଁ ସାହସ ପାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋʼ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋ’ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି।