1 Chronicles 17:26 — Compare Translations
5 translations compared side by side
Odia - 1840
"ହେ ସଦାପ୍ରଭୁ ତୁମ୍ଭେ ପରମେଶ୍ବର ଅଟ। ଆଉ ହେ ପରମେଶ୍ବର, ତୁମ୍ଭେ ମାେ ନିମନ୍ତେ ଏହି ସମସ୍ତ ଉତ୍ତମ କର୍ମ କରିବ ବୋଲି ପ୍ରତିଜ୍ଞା କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ଵର, ପୁଣି ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ପରମେଶ୍ୱର ଅଟ। ଆଉ ହେ ପରମେଶ୍ୱର, ତୁମ୍ଭେ ମୋ’ ନିମନ୍ତେ ଏହି ସମସ୍ତ ଉତ୍ତମ କର୍ମ କରିବ ବୋଲି ପ୍ରତିଜ୍ଞା କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବେ ହେ ସଦାପ୍ରଭୋ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ସଦାପ୍ରଭୁ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ।