1 Chronicles 17:27 — Compare Translations

5 translations compared side by side

Odia - 1840
"ହେ ସଦାପ୍ରଭୁ, ତୁମ୍ଭେ ସ୍ବଯଂ ମାରେ ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମାରେ ପରିବାର ପ୍ରକୃତ ରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନ; କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ ହେ ସଦାପ୍ରଭୋଣ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନ; କାଳ ଆଶୀର୍ବାଦଯୁକ୍ତ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ସଦାପ୍ରଭୁ, ତୁମ୍ଭେ ସ୍ୱୟଂ ମୋର ପରିବାରକୁ ଆଶୀର୍ବାଦ କରିଅଛ, ତେଣୁ ମୋର ପରିବାର ପ୍ରକୃତରେ ଚିରକାଳ ନିମନ୍ତେ ଆଶୀର୍ବାଦ ପ୍ରାପ୍ତ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତକାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୋ, ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୁ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।”