1 Chronicles 17:4 — Compare Translations

5 translations compared side by side

Odia - 1840
"ପରମେଶ୍ବର କହିଲେ, ୟାଅ ଓ ଏହିସବୁ ବିଷଯ ମାହେର ଦାସ ଦାଉଦକୁ ଜଣାଅ; ସଦାପ୍ରଭୁ କହନ୍ତି, 'ଦାଉଦ, ଆମ୍ଭେ ଯେଉଁ ଗୃହ ରେ ବାସ କରିବା, ସହେି ଗୃହକୁ ନିର୍ମାଣ କରିବା ଲୋକ ତୁମ୍ଭେ ନୁହଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର କହିଲେ, “ଯାଅ ଓ ଏହିସବୁ ବିଷୟ ମୋହର ଦାସ ଦାଉଦକୁ ଜଣାଅ; ସଦାପ୍ରଭୁ କହନ୍ତି, ‘ଦାଉଦ, ଆମ୍ଭେ ଯେଉଁ ଗୃହରେ ବାସ କରିବା, ସେହି ଗୃହକୁ ନିର୍ମାଣ କରିବା ଲୋକ ତୁମ୍ଭେ ନୁହଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଅ, “ଆମ୍ଭ ଦାସ ଦାଉଦଙ୍କୁ ଜଣାଅ, ‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;
Odia IRV 2017 (ଓଡିଆ ବାଇବେଲ)
ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ;