1 Chronicles 17:5 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲକୁ ମିଶରରୁ ବାହାର କରି ଆଣିବା ଦିନଠାରୁ ବର୍ତ୍ତମାନ ପର୍ୟ୍ଯନ୍ତ ଆମ୍ଭେ ଗୃହ ମଧିଅରେ 'ବାସ କରି ନାହିଁ। ମୁଁ ତମ୍ବୁ ମଧିଅରେ ରହୁଛି। ମୁଁ ଇଶ୍ରାୟେଲ ନିମନ୍ତେ ନେତା ମନୋନୀତ କରିଥିଲି ସମାନେେ ମଷେପାଳକ ତୁଲ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ଵୁରୁ ସେ ତମ୍ଵୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲକୁ ମିଶରରୁ ବାହାର କରି ଆଣିବା ଦିନଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ ଆମ୍ଭେ ଗୃହ ମଧ୍ୟରେ ‘ବାସ କରି ନାହୁଁ। ମୁଁ ତମ୍ବୁ ମଧ୍ୟରେ ରହୁଅଛି। ମୁଁ ଇସ୍ରାଏଲ ନିମନ୍ତେ ନେତା ମନୋନୀତ କରିଥିଲି ସେମାନେ ମେଷପାଳକ ତୁଲ୍ୟ ଥିଲେ। ଆମ୍ଭେ ଇସ୍ରାଏଲୀୟମାନଙ୍କ ସହିତ ଗଲା ସମୟରେ କେବେହେଲେ ଜଣେ ସୁଦ୍ଧା ନେତାଙ୍କୁ କହି ନାହୁଁ: ତୁମ୍ଭେ ଆମ୍ଭ ନିମନ୍ତେ କାହିଁକି ଦେବଦାରୁ କାଠରେ ଗୃହ ନିର୍ମାଣ କରି ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।
Odia IRV 2017 (ଓଡିଆ ବାଇବେଲ)
କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ।