1 Chronicles 17:7 — Compare Translations

5 translations compared side by side

Odia - 1840
"ବର୍ତ୍ତମାନ, ଏହିସବୁ ବିଷଯ ମାରେ ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, 'ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ଯରୁ ଓ ମଷେ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇଶ୍ରାୟେଲ ଉପରେ ରାଜା କଲୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
“ବର୍ତ୍ତମାନ, ଏହିସବୁ ବିଷୟ ମୋର ଦାସ ଦାଉଦକୁ କୁହ: ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ କ୍ଷେତ୍ର ମଧ୍ୟରୁ ଓ ମେଷ ଚରାଇବା ସ୍ଥାନରୁ ଆଣିଲୁ। ଆମ୍ଭେ ତୁମ୍ଭକୁ ଆପଣା ଲୋକ ଇସ୍ରାଏଲ ଉପରେ ରାଜା କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦଙ୍କୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍‍ଗମନରୁ ଗ୍ରହଣ କଲୁ।