1 Chronicles 17:9 — Compare Translations
5 translations compared side by side
Odia - 1840
"ଆମ୍ଭେ ଆମ୍ଭର ଲୋକ ଇଶ୍ରାୟେଲକୁ ଏହି ସ୍ଥାନ ଦଇେଅଛୁ। ସମାନେେ ବୃକ୍ଷ ରୋପଣ କରିବେ ଓ ସହେି ବୃକ୍ଷସବୁର ତଳେ ଶାନ୍ତି ରେ ବସିବେ। ସମାନେେ ଆଉ କୌଣସି ବିଷଯ ରେ ଚିନ୍ତିତ ହବେେ ନାହିଁ। ପୂର୍ବ ପରି ମନ୍ଦ ଲୋକେ ଆଉ ସମାନଙ୍କେୁ ଆଘାତ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେସମୟାବଧି ଆମୋ.୯:୧୪
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଆମ୍ଭର ଲୋକ ଇସ୍ରାଏଲକୁ ଏହି ସ୍ଥାନ ଦେଇଅଛୁ। ସେମାନେ ବୃକ୍ଷ ରୋପଣ କରିବେ ଓ ସେହି ବୃକ୍ଷସବୁର ତଳେ ଶାନ୍ତିରେ ବସିବେ। ସେମାନେ ଆଉ କୌଣସି ବିଷୟରେ ଚିନ୍ତିତ ହେବେ ନାହିଁ। ପୂର୍ବ ପରି ମନ୍ଦ ଲୋକେ ଆଉ ସେମାନଙ୍କୁ ଆଘାତ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ଆପଣା ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି