1 Chronicles 18:1 — Compare Translations
5 translations compared side by side
Odia - 1840
"ପରେ ଦାଉଦ ପଲେଷ୍ଟୀୟ ଲୋକଙ୍କୁ ଆକ୍ରମଣ କଲେ। ସେ ସମାନଙ୍କେୁ ପରାସ୍ତ କଲେ। ସେ ପଲେଷ୍ଟୀୟମାନଙ୍କଠାରୁ ଗାଥ ସହର ଓ ତାହାର ଚତୁର୍ଦ୍ଦିଗ ରେ ଥିବା କ୍ଷୁଦ୍ର ସହରଗୁଡ଼ିକୁ ଚ୍ଛିନ୍ନ କରି ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ବିଭିନ୍ନ ଦେଶ ଉପରେ ବିଜୟଲାଭ କଲେ ପରେ ଦାଉଦ ପଲେଷ୍ଟୀୟ ଲୋକଙ୍କୁ ଆକ୍ରମଣ କଲେ। ସେ ସେମାନଙ୍କୁ ପରାସ୍ତ କଲେ। ସେ ପଲେଷ୍ଟୀୟମାନଙ୍କଠାରୁ ଗାଥ୍ ସହର ଓ ତାହାର ଚତୁର୍ଦ୍ଦିଗରେ ଥିବା କ୍ଷୁଦ୍ର ସହରଗୁଡ଼ିକୁ ଚ୍ଛିନ୍ନ କରି ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କରି ନତ କଲେ; ଆଉ ପଲେଷ୍ଟୀୟମାନଙ୍କ ହସ୍ତରୁ ଗାଥ୍ ଓ ତହିଁର ଉପନଗରସକଳ ହରଣ କଲେ।