1 Chronicles 18:10 — Compare Translations

5 translations compared side by side

Odia - 1840
"ତେଣୁ ତଯି ଅଭ୍ଯର୍ଥନା ଜଣାଇବା ନିମନ୍ତେ ଓ ତାଙ୍କ ସହିତ ସନ୍ଧି କରିବା ନିମନ୍ତେ ନିବଦନେ କରି ଆପଣା ପୁତ୍ର ହଦୋରାମଙ୍କୁ ଦାଉଦଙ୍କ ପାଖକୁ ପଠାଇଲେ। ସେ ଏପରି କଲେ, କାରଣ ତଯି ହଦ ରଷେରଙ୍କ ବିରୁଦ୍ଧ ରେ ୟୁଦ୍ଧ ରେ ଥିଲେ। ତଯି ଦାଉଦଙ୍କୁ ସୁବର୍ଣ୍ଣ, ରେ ୗପ୍ୟ ଓ ପିତ୍ତଳ ନିର୍ମିତ ଉପହାର ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦରେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ କତିକି ପଠାଇଲା; ଯେହେତୁ ହଦରେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୟି ଅଭ୍ୟର୍ଥନା ଜଣାଇବା ନିମନ୍ତେ ଓ ତାଙ୍କ ସହିତ ସନ୍ଧି କରିବା ନିମନ୍ତେ ନିବେଦନ କରି ଆପଣା ପୁତ୍ର ହଦୋରାମଙ୍କୁ ଦାଉଦଙ୍କ ପାଖକୁ ପଠାଇଲେ। ସେ ଏପରି କଲେ, କାରଣ ତୟି ହଦରେଷରଙ୍କ ବିରୁଦ୍ଧରେ ଯୁଦ୍ଧରେ ଥିଲେ। ତୟି ଦାଉଦଙ୍କୁ ସୁବର୍ଣ୍ଣ, ରୌପ୍ୟ ଓ ପିତ୍ତଳ ନିର୍ମିତ ଉପହାର ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ରାଜାଙ୍କର ମଙ୍ଗଳ ବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ରାଜାଙ୍କର ମଙ୍ଗଳବାର୍ତ୍ତା ପଚାରିବା ପାଇଁ ଓ ହଦଦେଷରର ପ୍ରତିକୂଳରେ ଯୁଦ୍ଧ କରି ତାହାକୁ ପରାସ୍ତ କରିବା ସକାଶୁ ତାଙ୍କର ଧନ୍ୟବାଦ କରିବା ପାଇଁ ସେ ଆପଣା ପୁତ୍ର ହଦୋରାମକୁ ତାଙ୍କ ନିକଟକୁ ପଠାଇଲା; ଯେହେତୁ ହଦଦେଷରର ତୟି ସଙ୍ଗେ ଯୁଦ୍ଧ ଥିଲା; ଆଉ ହଦୋରାମ ସହିତ ସୁନା ଓ ରୂପା ଓ ପିତ୍ତଳର ସର୍ବପ୍ରକାର ପାତ୍ର ଥିଲା।