1 Chronicles 18:11 — Compare Translations
5 translations compared side by side
Odia - 1840
"ରାଜା ଦାଉଦ ସହେିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମାୟୋବ ଓ ଅେମ୍ମାନୀୟ, ପଲେଷ୍ଟୀୟ ଓ ଅମାଲକେୀଯମାନଙ୍କଠାରୁ ଆଣିଥିବା ରୂପା ଓ ସୁନା ରେ ଠିକ୍ ସହେି ପ୍ରକାର ସାମଗ୍ରୀ ତିଆରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ; ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଦାଉଦ ସେହିସବୁ ବସ୍ତୁକୁ ପବିତ୍ର କଲେ ଓ ସଦାପ୍ରଭୁଙ୍କୁ ଅର୍ପଣ କଲେ। ଦାଉଦ ଇଦୋମ, ମୋୟାବ ଓ ଅମ୍ମୋନୀୟ, ପଲେଷ୍ଟୀୟ ଓ ଅମାଲେକୀୟମାନଙ୍କଠାରୁ ଆଣିଥିବା ରୂପା ଓ ସୁନାରେ ଠିକ୍ ସେହି ପ୍ରକାର ସାମଗ୍ରୀ ତିଆରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।