1 Chronicles 18:13 — Compare Translations
5 translations compared side by side
Odia - 1840
"ଅବୀଶଯ ଇଦୋମ ରେ ମଧ୍ଯ ଦୁର୍ଗମାନ ନିର୍ମାଣ କଲେ ଓ ସମସ୍ତ ଇଦୋମୀଯ ଲୋକ ଦାଉଦଙ୍କ ଦାସ ହେଲେ। ଦାଉଦ ଯେଉଁସବୁ ସ୍ଥାନକୁ ଗଲେ, ସହେିଠା ରେ ସଦାପ୍ରଭୁ ତାଙ୍କୁ ବିଜଯ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ । ପୁଣି ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅବୀଶୟ ଇଦୋମରେ ମଧ୍ୟ ଦୁର୍ଗମାନ ନିର୍ମାଣ କଲେ ଓ ସମସ୍ତ ଇଦୋମୀୟ ଲୋକ ଦାଉଦଙ୍କ ଦାସ ହେଲେ। ଦାଉଦ ଯେଉଁସବୁ ସ୍ଥାନକୁ ଗଲେ, ସେହିଠାରେ ସଦାପ୍ରଭୁ ତାଙ୍କୁ ବିଜୟ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଇଦୋମରେ ପ୍ରହରୀ-ଦଳ ସ୍ଥାପନ କଲା; ତହିଁରେ ଇଦୋମୀୟ ସମସ୍ତ ଲୋକ ଦାଉଦଙ୍କର ଦାସ ହେଲେ। ପୁଣି, ଦାଉଦ ଯେଉଁ ଆଡ଼େ ଗଲେ, ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।