1 Chronicles 18:15 — Compare Translations

5 translations compared side by side

Odia - 1840
"ସରୁଯାର ପୁତ୍ର ଯୋୟାବ ଦାଉଦଙ୍କ ସୈନ୍ଯଦଳର ସନୋପତି ଥିଲେ। ଦାଉଦ ଯେଉଁସବୁ କର୍ମ କରୁଥିଲେ, ତାହାକୁ ଅହୀଲୂଦଙ୍କ ପୁତ୍ର ଯିହାଶାଫେଟ୍ ଲେଖି ରଖୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ-ଲେଖକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସରୁୟାର ପୁତ୍ର ଯୋୟାବ ଦାଉଦଙ୍କ ସୈନ୍ୟଦଳର ସେନାପତି ଥିଲେ। ଦାଉଦ ଯେଉଁସବୁ କର୍ମ କରୁଥିଲେ, ତାହାକୁ ଅହୀଲୂଦଙ୍କ ପୁତ୍ର ଯିହୋଶାଫଟ୍ ଲେଖି ରଖୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସରୁୟାର ପୁତ୍ର ଯୋୟାବ ସୈନ୍ୟ ଉପରେ ପ୍ରଧାନ ଥିଲା; ଆଉ ଅହୀଲୂଦର ପୁତ୍ର ଯିହୋଶାଫଟ୍‍ ଇତିହାସ ଲେଖକ ଥିଲା।