1 Chronicles 18:16 — Compare Translations

5 translations compared side by side

Odia - 1840
"ସାଦୋକ୍ ଓ ଅହୀମଲେକ୍ ଯାଜକ ଥିଲେ। ସାଦୋକ୍ ଅହୀଟୂବର ପୁତ୍ର ଏବଂ ଅହୀମଲେକ୍ ଅବିଯାଥରଙ୍କ ପୁତ୍ର ଥିଲେ। ଶାବ୍ଶା ଲିପିକାର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥର ପୁତ୍ର ଅହୀମେଲକ୍ ଯାଜକ ଥିଲେନ୍ତଆଉ ଶାବ୍ଶା ଲେଖକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସାଦୋକ୍ ଓ ଅହୀମେଲକ୍ ଯାଜକ ଥିଲେ। ସାଦୋକ୍ ଅହୀଟୂବର ପୁତ୍ର ଏବଂ ଅହୀମେଲକ୍ ଅବିୟାଥରଙ୍କ ପୁତ୍ର ଥିଲେ। ଶା‌ବ୍‌ଶା ଲିପିକାର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅହୀଟୂବ୍‍ର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍ଶା ଲେଖକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅହୀଟୂବର ପୁତ୍ର ସାଦୋକ ଓ ଅବୀୟାଥରର ପୁତ୍ର ଅହୀମେଲକ୍‍ ଯାଜକ ଥିଲେ; ଆଉ, ଶାବ୍‍ଶା ଲେଖକ ଥିଲା।