1 Chronicles 18:17 — Compare Translations

5 translations compared side by side

Odia - 1840
"ବନାଯ, କରେଥୀଯ ଓ ପଲେଥୀଯ ରକ୍ଷୀମାନଙ୍କର ଦାଯିତ୍ବ ରେ ଥିଲେ। ବନାଯ ଯିହାୟୋଦାରଦାଙ୍କ ପୁତ୍ର ଥିଲେ। ଆଉ ଦାଉଦଙ୍କ ପୁତ୍ରମାନେ ରାଜା ଦାଉଦଙ୍କର ସବୋ ନିମନ୍ତେ ମୁଖ୍ଯ ପଦାଧିକାରୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବନାୟ, କରେଥୀୟ ଓ ପଲେଥୀୟ ରକ୍ଷୀମାନଙ୍କର ଦାୟିତ୍ୱରେ ଥିଲେ। ବନାୟ ଯିହୋୟାଦାଙ୍କ ପୁତ୍ର ଥିଲେ। ଆଉ ଦାଉଦଙ୍କ ପୁତ୍ରମାନେ ରାଜା ଦାଉଦଙ୍କର ସେବା ନିମନ୍ତେ ମୁଖ୍ୟ ପଦାଧିକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୋୟାଦାର ପୁତ୍ର ବନାୟ କରେଥୀୟ ଓ ପଲେଥୀୟମାନଙ୍କ ଉପରେ ନିଯୁକ୍ତ ଥିଲା; ଆଉ ଦାଉଦଙ୍କର ପୁତ୍ରମାନେ ରାଜାଙ୍କର ନିକଟବର୍ତ୍ତୀ ପ୍ରଧାନ ଥିଲେ।