1 Chronicles 18:3 — Compare Translations
5 translations compared side by side
Odia - 1840
"ଦାଉଦ ଆହୁରି ମଧ୍ଯ ହଦ ରଷେରଙ୍କ ସୈନ୍ଯବାହିନୀ ସହିତ ୟୁଦ୍ଧ କଲେ। ହଦ ରଷେର ସୋବର ରାଜା ଥିଲେ। ଦାଉଦ ହମାତ ସହର ପର୍ୟ୍ଯନ୍ତ ପଥରେ ସହେି ସୈନ୍ଯବାହିନୀ ସହିତ ୟୁଦ୍ଧ କଲେ। ହଦ ରଷେର ଫରାତ୍ ନଦୀ ପର୍ୟ୍ଯନ୍ତ ତାହାଙ୍କ ରାଜ୍ଯ ବିସ୍ତାର କରିବାକୁ ଚେଷ୍ଟା କରିବାରୁ ଦାଉଦ ଏହିପରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ସୋବାର ରାଜା ହଦରେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଆହୁରି ମଧ୍ୟ ହଦରେଷରଙ୍କ ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ସୋବର ରାଜା ଥିଲେ। ଦାଉଦ ହମାତ ସହର ପର୍ଯ୍ୟନ୍ତ ପଥରେ ସେହି ସୈନ୍ୟବାହିନୀ ସହିତ ଯୁଦ୍ଧ କଲେ। ହଦରେଷର ଫରାତ୍ ନଦୀ ପର୍ଯ୍ୟନ୍ତ ତାହାଙ୍କ ରାଜ୍ୟ ବିସ୍ତାର କରିବାକୁ ଚେଷ୍ଟା କରିବାରୁ ଦାଉଦ ଏହିପରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ସୋବାର ରାଜା ହଦଦେଷର ଫରାତ୍ ନଦୀ ନିକଟରେ ଆପଣା ରାଜ୍ୟ ସ୍ଥାପନ କରିବାକୁ ଯିବା ସମୟରେ ଦାଉଦ ତାହାକୁ ହମାତ୍ ପର୍ଯ୍ୟନ୍ତ ପରାସ୍ତ କଲେ।