1 Chronicles 18:4 — Compare Translations

5 translations compared side by side

Odia - 1840
"ଦାଉଦ ହଦ ରଷେରଙ୍କଠାରୁ 1,000 ରଥ, 7,000 ରଥଚାଳକ, ଓ 20,000 ସୈନ୍ଯ ନଇଗେଲେ। ରଥ ଟାଣିବା ନିମନ୍ତେ ବ୍ଯବହୃତ ହେଉଥିବା ହଦ ରଷେରଙ୍କ ଅଧିକାଂଶ ଅଶ୍ବକୁ ଦାଉଦ ପଙ୍ଗୁ କର ଦେଲେ। କିନ୍ତୁ ଦାଉଦ 100 ଗୋଟି ରଥକୁ ଟାଣିବା ନିମନ୍ତେ ୟଥେଷ୍ଟ ଅଶ୍ବକୁ ସୁରକ୍ଷିତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ଵାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ଵସମସ୍ତର ଗୋଡ଼ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ଵ ରଖିଲେ;
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ହଦରେଷରଙ୍କଠାରୁ 1000 ରଥ, 7000 ରଥଗ୍ଭଳକ, ଓ 20,000 ସୈନ୍ୟ ନେଇଗଲେ। ରଥ ଟାଣିବା ନିମନ୍ତେ ବ୍ୟବହୃତ ହେଉଥିବା ହଦରେଷରଙ୍କ ଅଧିକାଂଶ ଅଶ୍ୱକୁ ଦାଉଦ ପଙ୍ଗୁ କରି ଦେଲେ। କିନ୍ତୁ ଦାଉଦ 100 ଗୋଟି ରଥକୁ ଟାଣିବା ନିମନ୍ତେ ଯଥେଷ୍ଟ ଅଶ୍ୱକୁ ସୁରକ୍ଷିତ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦାଉଦ ତାହାଠାରୁ ଏକ ସହସ୍ର ରଥ ଓ ସାତ ସହସ୍ର ଅଶ୍ୱାରୂଢ଼ ଓ କୋଡ଼ିଏ ସହସ୍ର ପଦାତିକ ସୈନ୍ୟ ନେଲେ; ଆଉ ଦାଉଦ ରଥ-ଅଶ୍ୱ ସମସ୍ତର ଗୋଡ଼-ଶିରା କାଟି ପକାଇଲେ, ମାତ୍ର ତହିଁ ମଧ୍ୟରୁ ଶହେ ରଥ ପାଇଁ ଅଶ୍ୱ ରଖିଲେ;