1 Chronicles 18:6 — Compare Translations
5 translations compared side by side
Odia - 1840
"ତା'ପରେ ଦାଉଦ ଦମ୍ମେଶକ ସହରର ଅରାମ ରେ ପ୍ରହରୀ ସ୍ଥାପନ କଲେ। ଅରାମୀଯ ଲୋକମାନେ ଦାଉଦଙ୍କର ଦାସ ହେଲେ ଓ ଦର୍ଶନୀ ଆଣିଲେ। ତେଣୁ ଦାଉଦ ଯେଉଁଆଡ଼େ ଗଲେ ସଦାପ୍ରଭୁ ତାଙ୍କୁ ବିଜଯ ପ୍ରଦାନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଦର୍ଶନୀ ଆଣିଲେ । ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଦାଉଦ ଦମ୍ମେଶକ ସହରର ଅରାମରେ ପ୍ରହରୀ ସ୍ଥାପନ କଲେ। ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହେଲେ ଓ ଦର୍ଶନୀ ଆଣିଲେ। ତେଣୁ ଦାଉଦ ଯେଉଁଆଡ଼େ ଗଲେ ସଦାପ୍ରଭୁ ତାଙ୍କୁ ବିଜୟ ପ୍ରଦାନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଦାଉଦ ଦମ୍ମେଶକର ଅରାମ ଦେଶରେ ପ୍ରହରୀ-ଦଳ ସ୍ଥାପନ କଲେ; ପୁଣି, ଅରାମୀୟ ଲୋକମାନେ ଦାଉଦଙ୍କର ଦାସ ହୋଇ ଭେଟି ଆଣିଲେ। ଏହି ପ୍ରକାରେ ଦାଉଦ ଯେଉଁ ଆଡ଼େ ଗଲେ; ସଦାପ୍ରଭୁ ତାଙ୍କୁ ଜୟ ଦାନ କଲେ।